www.samajalive.in
Sunday, December 7, 2025
16.1 C
Bhubaneswar

ରାସ୍ତା ପାଇଁ ଗ୍ରାମବାସୀଙ୍କ ରାସ୍ତା ରୋକ

ହରଭଙ୍ଗା: ରାସ୍ତା ପାଇଁ ନାହିଁନଥିବାର ହଇରାଣ ହେଉଛନ୍ତି ଗ୍ରାମବାସୀ । ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଆଡେନିଗଡ଼ ପଞ୍ଚାୟତର କଣ୍ଡରା, କାଚପାଜୁ ଭଳି ୫ଟି ଗାଁ ଲୋକ ରାସ୍ତା ଖଣ୍ଡିଏ ପାଇଁ ନାନା ଅସୁବିଧାର ସମ୍ମୁଖିନ ହେଉଛନ୍ତି । ସବୁଦିନିଆ ରାସ୍ତା ଖଣ୍ଡିଏ ପାଇଁ ଆଜି ସକାଳେ ମାଧପୁର ଠାରେ ଖୋର୍ଦ୍ଧା ବଲାଙ୍ଗୀର ୫୭ନମ୍ବର ଜାତୀୟ ରାଜପଥ ଅବରୋଧ କରିଛନ୍ତି । ଫଳରେ ଉଭୟ ପାର୍ଶ୍ଵରେ ଶହ ଶହ ଯାନବାହାନ ଅଟକି ରହିଛି ।

- Advertisement -

ସ୍ବାଧୀନତାର ବହୁ ବର୍ଷ ପରେ ବି ଗାଁକୁ ପାଦଚଲା ରାସ୍ତା ଖଣ୍ଡିଏ ନଥିବାରୁ ଲୋକେ ଦୀର୍ଘ ୧୦କି.ମି ପାହାଡିଆ ରାସ୍ତାରେ ଯିବାଆସିବା ପାଇଁ ବହୁ କଷ୍ଟରେ ଯାତାୟାତ କରନ୍ତି । ଏଥର ନର୍ବାଚନରେ ଭୋଟ ବର୍ଜନ କରିବା ନିଷ୍ପତ୍ତି ସହ ରାସ୍ତା ରୋକ ଭଳି ଆନ୍ଦୋଳନ ପନ୍ଥା ଆପଣେଇଛନ୍ତି ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories