www.samajalive.in
Monday, December 8, 2025
14.1 C
Bhubaneswar

ବାଇକ୍‌ ଦୁର୍ଘଟଣା; ଦୁଇ ଗୁରୁତର

ହରଭଙ୍ଗା: ପୁରୁଣାକଟକ ଥାନା ୫୭ନମ୍ବର ଜାତୀୟ ରାଜପଥ ରଙ୍ଗମାଟିଆ ନିକଟରେ ଏକ ବାଇକ ଦୁର୍ଘଟଣାରେ ଦୁଇଜଣ ଗୁରତର ହୋଇଛନ୍ତି । ସୂଚନାନୁସାରେ କନ୍ଧମାଳ ଜିଲ୍ଲା ଖଜୁରୀପଡା ବ୍ଲକ ଅରାପାଜୁ ଗ୍ରାମର ବବୁଲ ଦେହୁରୀ ଓ ମାନସ ପ୍ରଧାନ ଏକ ବାଇକ ଯୋଗେ ଚାରିଛକ ପଟୁ ନିଜ ଗାଁ ଅରାପାଜୁକୁ ଫେରୁଥିବା ବେଳେ ରଙ୍ଗମାଟିଆ ନିକଟରେ ଭାରସାମ୍ୟ ହରାଇ ବାଇକ ଦୁର୍ଘଟଣା ହୋଇଥିଲା । ଦୁର୍ଘଟଣାରେ ଉଭୟ ଗୁରୁତର ଆହତ ହୋଇଥିଲେ । ଖବର ପାଇ ହରଭଙ୍ଗା ଦମକଳ ଘଟଣାସ୍ଥଳରେ ପହଂଚି ଆହତଙ୍କୁ ଉଦ୍ଧାର କରିବା ସହ ପୁରୁଣାକଟକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ପୁରୁଣାକଟକ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଆରମ୍ଭ କରିଛି ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories