www.samajalive.in
Monday, December 15, 2025
14.1 C
Bhubaneswar

ମହିଳା ଉଦ୍ୟୋଗୀ ତାଲିମ୍ ଶିବିର

ହରଭଙ୍ଗା : ହରଭଙ୍ଗକ୍ଷ ବ୍ଲକ ବାଣୀଭୂଷଣପୁର ପଞ୍ଚାୟତ କାର୍ୟ୍ୟାଳୟରେ ଓଡ଼ିଶା କର୍ପୋରେଟ ଫାଉଣ୍ଡେସନ ତରଫରୁ ମହିଳା ଉଦ୍ୟୋଗୀ ମାନକୁ ନେଇ ଏକ ତାଲିମ ଶିବିର ଆୟୋଜନ ହୋଇଥିଲା। ଏହି ଶିବିର ପାଖାପାଖି ୩୦ ଜଣ ମହିଳା ଅଂଶଗ୍ରହଣ କରିଥିଲେ। ଏମଏସଏମଇ ଜିଲା ସଂଯୋଜକ ମାନସ ରଞ୍ଜନ ଧଳ ଉକ୍ତ ଶିବିରରେ ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କରେ ଅବଗତ କରାଇଥିଲେ। ଆଗାମୀ ଦିନରେ ନିଜେ କିପରୀ ଉଦ୍ୟୋଗୀ ହୋଇ ଆର୍ଥିକ ବିକାଶ ଉନ୍ନତି ପାଇଁ ସରକାରଙ୍କ ବିଭିନ୍ନ କାର୍ୟ୍ୟକ୍ରମରୁ ସୁବିଧା ପାଇ ପାରିବେ ମତବ୍ୟକ୍ତ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories