www.samajalive.in
Monday, December 15, 2025
15.1 C
Bhubaneswar

୫ଟି ବନ୍ୟା ପ୍ଲାବିତ ଗାଁ ଲୋକଙ୍କୁ ରନ୍ଧା ଖାଦ୍ୟ ବଣ୍ଟନ

ହରଭଙ୍ଗା : ହରଭଙ୍ଗା ବ୍ଲକର ଦେଖାଦେଇଥିବା ବନ୍ୟା ପରିସ୍ଥିତି ଯୋଗୁଁ ପାଣି ଘେରରେ ଥିବା ୧୦ଟି ଗାଁ ଲୋକଙ୍କୁ ରନ୍ଧା ଖାଦ୍ୟ ଦୁଇଦିନ ହେଲା ବଣ୍ଟନ କାର୍ଯ୍ୟକ୍ରମ ଜାରି ରହିଛି। ଏହି ପରିପେକ୍ଷୀରେ ସଂକୁଲେଇ ପଞ୍ଚାୟତର ପାଣିଘରା, ବୁଲୁରା, ରାଉତପଡା, ବୃହସ୍ପତିପୁର, ମାଲିକପଡା ଭଳି ଗାଁ ଲୋକଙ୍କୁ ସ୍ଥାନୀୟ ସରପଞ୍ଚ ପ୍ରତିନିଧି ସତ୍ୟବାଦୀ ଚାଉଳିଆ, ପିଇଓ ଜଗଦୀଶ ମଲିକଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଲୋକଙ୍କୁ ରନ୍ଧା ଖାଦ୍ୟ ବଣ୍ଟନ କରାଯାଉଛି। ହରଭଙ୍ଗା ବିଡ଼ିଓ ସ୍ୱପ୍ନିତା ନାଏକ ପଞ୍ଚାୟତ କର୍ତ୍ତୃପକ୍ଷଙ୍କ କାର୍ଯ୍ୟକୁ ପ୍ରଂଶସା କରିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories