www.samajalive.in
Monday, December 8, 2025
27.1 C
Bhubaneswar

ବିଦ୍ୟୁତ ଟ୍ରାନ୍ସଫର୍ମର ଅଚଳ, ଅନ୍ଧାରରେ ୭୦ ପରିବାର

ହରଭଙ୍ଗା :ହରଭଙ୍ଗା ଥାନା ଅନ୍ତର୍ଗତ ଖରଭୂଇଁ ଗ୍ରାମରେ ଲାଗିଥିବା ବିଦ୍ୟୁତ ଟ୍ରାନ୍ସଫର୍ମର ଦୀର୍ଘ ୯ଦିନ ହେବ କୌଣସି କାରଣରୁ ଅଚଳ ହୋଇ ପଡ଼ିରହିଛି। ଯାହା ଫଳରେ ଗ୍ରାମର ୭୦ ପରିବାର ଅନ୍ଧାରରେ ରହି ବହୁ ଅସୁବିଧାର ସମ୍ମୁଖୀନ ହୋଉଛନ୍ତି। ମାଟ୍ରିକ ପରୀକ୍ଷା ପାଖେଇ ଆସୁଥିବା ବେଳେ ପିଲାମାନେ ଟ୍ରାନ୍ସଫର୍ମ ପୋଡି ଯୋଗୁଁ ପାଠପଢ଼ିବାରେ ଅସୁବିଧା ଭୋଗୁଛନ୍ତି। ଟ୍ରାନ୍ସଫର୍ମର ମରାମତି ପାଇଁ ଗ୍ରାମବାସୀ ମାନେ ବିଭାଗୀୟ ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଥିଲେ ସୁଦ୍ଧା ଏହାର କିଛି ସମାଧାନ ହେଉନଥିବା ଗ୍ରାମବାସୀ ଅଭିଯୋଗ କରଛନ୍ତି। ଗ୍ରାମବାସୀ ଅକ୍ଷୟ ନାୟକ, ପ୍ରକାଶ ପୃଷ୍ଟି, ହୃଦାନନ୍ଦ ଦେହୁରୀ, ମଳୟ ପ୍ରଧାନ, ସୂର୍ୟ୍ୟକାନ୍ତ ଭୋକ୍ତା ପ୍ରମୁଖ ତୁରନ୍ତ ଟ୍ରାନ୍ସଫର୍ମର ମରାମତି ପାଇଁ ଦାବି କର

Hot this week

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

Related Articles

Popular Categories