www.samajalive.in
Monday, December 8, 2025
27.1 C
Bhubaneswar

ଧଳପୁରରେ ଅଗ୍ନିକାଣ୍ଡ; ୨ ବଖରା ଭସ୍ମୀଭୂତ

ହରଭଙ୍ଗା : ହରଭଙ୍ଗା ଥାନା ଅନ୍ତର୍ଗତ ଧଳପୁର ବେତେରା ସାହିରେ ଗୁରୁବାର ଅପରାହ୍ନରେ ସଟସର୍କିଟରୁ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଦୁର୍ଯ୍ୟୋଧନ ନାଏକଙ୍କ ଦୁଇ ବଖରା ଚାଳଘର ପୋଡି ପାଉଁଶ ହୋଇଯାଇଛି। ଖବର ପାଇ ଘଟଣାସ୍ଥଳରେ ଆଠମଲ୍ଲିକ ଦମକଳବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ସୁଦ୍ଧା ଘରର ସମସ୍ତ ଆସବାବପତ୍ର ଭସ୍ମୀଭୂତ ହୋଇଯାଇଥିବା ଜଣାପଡିଛି। ତୁରନ୍ତ ଅଗ୍ନିବିପନ୍ନ ପରିବାରକୁ ସରକାରୀ ସହାୟତା ଯୋଗାଇଦେବାକୁ ସମାଜସେବୀ ପ୍ରତାପ କୁମାର ଶତପଥି ଦାବି କରିଛନ୍ତି। ଜିଲାପାଳ ଏ ଦିଗରେ ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories