www.samajalive.in
Saturday, December 6, 2025
14.1 C
Bhubaneswar

ପୋଖରୀରେ ବୁଡି ଯୁବକଙ୍କ ମୃତ୍ୟୁ

ହରଭଙ୍ଗା : ହରଭଙ୍ଗା ବ୍ଲକ ଅନ୍ତର୍ଗତ ସାମ୍ପୋଚ ପଞ୍ଚାୟତର ସାନଶୁବଳିଆ ଗ୍ରାମରେ ପୋଖରୀରେ ବୁଡି ଜଣେ ଯୁବକଙ୍କ  ମୃତ୍ୟୁ  ଘଟିଛି। ସୂଚନା ଅନୁସାରେ ଆଜି ଅପରାହ୍ନ ସମୟରେ  ଗ୍ରାମର ସୁଜିତ ପାତ୍ର  ନାମକ ଯୁବକ ଗାଁ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ଅସାବଧାନତାବଶତଃ ଯୁବକଙ୍କ ଗୋଡ଼ ଖସିଯିବାରୁ ପାଣିରେ ବୁଡି ତାଙ୍କର ମୃତ୍ୟୁ ଘଟିଥିଲା। ଖବର ପାଇ ହରଭଙ୍ଗା ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି  ଯୁବକଙ୍କ ମୃତଦେହ ପୋଖରୀରୁ ଉଦ୍ଧାର କରିଥିଲା। ତୁରନ୍ତ ମୃତକଙ୍କ ପରିବାରକୁ ସରକାରୀ ସହାୟତା ଯୋଗାଇଦେବାକୁ ଦାବି ହେଉଛି।

ପିଏମ୍ କିଷାନ ଯୋଜନାରେ ଦିଆଗଲାଣି ୩.୨୪ ଲକ୍ଷ କୋଟିରୁ ଅଧିକ ଟଙ୍କା

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories