www.samajalive.in
Saturday, December 6, 2025
16.1 C
Bhubaneswar

ଛତ୍ରଙ୍ଗ-କୁଶଙ୍ଗ ରାସ୍ତାରେ ଗଛ ପଡ଼ି ରାସ୍ତା ଅବରୋଧ

ହରଭଙ୍ଗା : ହରଭଙ୍ଗା ବ୍ଲକ ଛତ୍ରଙ୍ଗ-କୁଶଙ୍ଗ ପୂର୍ତ୍ତବିଭାଗ ରାସ୍ତାର କୁଟୀଝର ନିକଟରେ ଏକ ଚାକୁଣ୍ଡା ଗଛ ରାସ୍ତା ଉପରେ ପଡ଼ିବା ଫଳରେ ଏହି ରାସ୍ତାରେ ଯାତାୟତ ଠପ୍ ହୋଇଯାଇଛି। ଲଗାଣ ବର୍ଷା ପ୍ରଭାବରେ ଗଛଟି ଚେର ସହ ଉପୁଡି ପଡିଛି। ରାସ୍ତା ଉପରେ ଦୀର୍ଘ ସମୟଧରି ବିରାଟକାୟ ଗଛଟି ପଡ଼ିବା ଫଳରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି। ଖବର ପାଇ ହରଭଙ୍ଗା ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ଗଛକଟା କାମ ଚଳାଇଛନ୍ତି।

Hot this week

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories