www.samajalive.in
Saturday, December 6, 2025
26.1 C
Bhubaneswar

ହରଭଙ୍ଗା ବ୍ଲକ ପକ୍ଷରୁ ତ୍ରିରଙ୍ଗା ପଦଯାତ୍ରା

ହରଭଙ୍ଗା: ହରଭଙ୍ଗା ପଞ୍ଚାୟତ ସମିତି ପକ୍ଷରୁ ତ୍ରିରଙ୍ଗା ସମ୍ମାନାର୍ଥେ ଏକ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବୁଧବାର ତହସିଲ କାର୍ଯ୍ୟାଳୟ ପକ୍ଷରୁ ଏକ ପଦଯାତ୍ରା ବାହାରି ଚାରିଛକ ବଜାର ପରିକ୍ରମା ସାରି ବ୍ଲକ କାର୍ଯ୍ୟାଳୟରେ ପହଞ୍ଚିଥିଲା। ହରଭଙ୍ଗା ବିଡିଓ ଶରତ କୁମାର ସେଠୀଙ୍କ ପ୍ରତ୍ୟକ୍ଷ ତତ୍ତ୍ବବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ହରଭଙ୍ଗା ତହସିଲଦାର ବିଭୂପ୍ରସାଦ ସିଂ, ଅତିରିକ୍ତ ତହସିଲଦାର ସମ୍ବିତ କୁମାର ସାମଲ, ବ୍ଲକ ଗୋଷ୍ଠୀ ଶିକ୍ଷାଅଧିକାରୀ ଅଜୟ କୁମାର ଲୁହା, ସ୍କୁଲ ଛାତ୍ରଛାତ୍ରୀ, ସ୍ଥାନୀୟ ବଜାରର ବିଭିନ୍ନ ସଂଗଠନ ସହିତ ବ୍ଲକର କର୍ମଚାରୀଗଣ ବହୁ ସଂଖ୍ୟାରେ ସାମିଲ ହୋଇ ହାତରେ ତ୍ରିରଙ୍ଗା ଧରି ପବିତ୍ର କାର୍ଯ୍ୟକ୍ରମରେ ବର୍ଷା ସତ୍ୱେ ସାମିଲ ହୋଇଥିଲେ।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories