www.samajalive.in
Saturday, December 6, 2025
16.1 C
Bhubaneswar

ଲକ୍ଷାଧିକ ଟଙ୍କାର ଶାଳକାଠ ଶହ ଗାଡି ଜବତ,୩ ଗିରଫ

ହରଭଙ୍ଗା : ହରଭଙ୍ଗା ବ୍ଲକ ମାଧପୁର ବନବିଭାଗ ବୁଧୁବାର ରାତିରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ଶାଳ କାଠ ଜବତ କରିଛି। ଏହି ଘଟଣାରେ ଗୋଟିଏ ପିକଅପ ଭ୍ୟାନ ଜବତ କରିବା ସହ ତିନି ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିମାନେ ହେଲେ ଶୁଶାନ୍ତ ବେହେରା, ସୁବ୍ରତ ନାଏକ, ନୀଳକଣ୍ଠ ବେହେରା ବୋଲି ସୂଚନା ମିଳିଛି। ଗାଡ଼ିରୁ ୩୫ଖଣ୍ଡ ଶାଳ ସାଇଜ ଜବତ ହୋଇଥିବା ଜଣାପଡିଛି।

Hot this week

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

Related Articles

Popular Categories