www.samajalive.in
Wednesday, November 19, 2025
26.1 C
Bhubaneswar

ବ୍ଲକସ୍ତରୀୟ ଜାତୀୟ କୃମି ନାଶକ ଦିବସ ପାଳନ

ହରଭଙ୍ଗା : ହରଭଙ୍ଗା ବ୍ଲକ ଆଡେନିଗଡ଼ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ସ୍ଥାନୀୟ ବାପୁଜୀ ହାଇସ୍କୁଲ ପ୍ରାଙ୍ଗଣରେ ଶନିବାର ବ୍ଲକ ସ୍ତରୀୟ ଜାତୀୟ କୃମି ନାଶକ ଦିବସ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଆଡେନିଗଡ଼ ମେଡିକାଲ ଅଫିସର ଡାକ୍ତର ଏମ. ଶିବାନନ୍ଦ ମୁଖ୍ୟଅତିଥି ଭାବେ ଯୋଗଦାନ କରି କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଥିଲେ। ଅନ୍ୟତମ ଅତିଥିଭାବେ ସ୍ଥାନୀୟ ହାଇସ୍କୁଲ ପ୍ରଧାନଶିକ୍ଷକ ବାଲ୍ମୀକି ପ୍ରଧାନ, ବିପିଏମ ଅରୁଣ କୁମାର ପାଢ଼ୀ, ଅନିତା ପ୍ରଧାନ ପ୍ରମୁଖ ଯୋଗଦାନ କରିଥିଲେ। ଏହି ଅବସରରେ ସାମୁହିକ କୃମି ବଟିକା ସେବନ କରାଯାଇଛି। ପର୍ଯ୍ୟାୟ କ୍ରମେ ବ୍ଲକରେ ୨୯ ହଜାର ୫୨୨ ଜଣଙ୍କୁ କୃମି ଔଷଧ ଖୁଆଇବାକୁ ଲକ୍ଷ୍ୟ ରଖା ଯାଇଛି। ୧ବର୍ଷ ରୁ ୧୯ବର୍ଷ ବର୍ଗର ହିତାଧିକାରୀଙ୍କୁ ଏହି କାର୍ଯକ୍ରମ ରେ ସାମିଲ କରାଯାଇଛି।

୧୬ ଅଗଷ୍ଟରେ ୨ ଦୁର୍ଲ୍ଲଭ ଯୋଗ: ୫ ରାଶିଙ୍କୁ ମିଳିବ ଲାଭ ହିଁ ଲାଭ, ବଦଳିଯିବ ଭାଗ୍ୟ, ରହିବିନି ଚିନ୍ତା..

- Advertisement -

 

Hot this week

ପୁଣି ବଡ ଏନକାଉଣ୍ଟର : ୭ ମାଓବାଦୀ ନିହତ

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଆନ୍ଧ୍ରପ୍ରଦେଶ ର ଆଲୁରୀ ସୀତାରାମ...

ରଣଜୀ ଟ୍ରଫି: ଓଡ଼ିଶାର ବଡ଼ ସ୍କୋର୍‌; ୪୬୫ ରନ୍‌ ଲକ୍ଷ୍ୟର ପିଛାକରି ନାଗାଲାଣ୍ଡ ୧/୪୧

କଟକ: ଭୁବନେଶ୍ବରର କିଟ୍‌ ଷ୍ଟାଡିୟମ୍‌ରେ ଚାଲିଥିବା ରଣଜୀ ଟ୍ରଫି ମ୍ୟାଚ୍‌ରେ ମଙ୍ଗଳବାର...

ଦକ୍ଷିଣ ଲେବାନନରେ ଇସ୍ରାଏଲର ବିମାନ ଆକ୍ରମଣ: ୧୧ହମାସ ଆତଙ୍କବାଦୀଙ୍କ ମୃତ୍ୟୁ

ସମାଜ ଡିଜିଟାଲ ଡେସ୍କ: ଇସ୍ରାଏଲ ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ଆକ୍ରମଣ...

ବାବା ସିଦ୍ଦିକି ହତ୍ୟା ମାମଲା: ଅନ୍‌ମୋଲ୍‌ ଭାରତ ପ୍ରତ୍ୟର୍ପିତ

ନୂଆଦିଲ୍ଲୀ: ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ବାବ ସିଦ୍ଦିକିଙ୍କ ହତ୍ୟା ମାମଲାରେ ସମ୍ପୃକ୍ତ...

ଅଲ୍‌ ଫଲାହ ପ୍ରତିଷ୍ଠାତା ଗିରଫ

ନୂଆଦିଲ୍ଲୀ: ହ୍ବାଇଟ କଲାର ଟେରର ମଡ୍ୟୁଲ ଓ ଦିଲ୍ଲୀ ଲାଲକିଲା ବିସ୍ଫୋରଣ...

Related Articles

Popular Categories