www.samajalive.in
Saturday, December 6, 2025
15.1 C
Bhubaneswar

କୂଅରୁ ଜଙ୍ଗଲୀ ବାରହା ଉଦ୍ଧାର

ହରଭଙ୍ଗା :ହରଭଙ୍ଗା ବ୍ଲକ ପୁରୁଣାକଟକ ବନାଞ୍ଚଳ ଅଧିନସ୍ଥ ଧଳପୁର ଗ୍ରାମର ଅଖିଳ ଲୌରିଆଙ୍କ କୂଅରୁ ବୁଧବାର ବନବିଭାଗ ଏକ ଜଙ୍ଗଲୀ ବାରହା ଉଦ୍ଧାର କରିଛି। ଗତକାଲି ରାତିରେ ଏକ ଜଙ୍ଗଲୀ ବାରହା ଅଖିଳଙ୍କ ପରିତ୍ୟକ୍ତ କୂଅରେ ପଡିଯାଇଥିଲା। ଆଜି ସକାଳେ ଘଟଣା ଜଣାପଡିବା ପରେ ପୁରୁଣାକଟକ ବନାଞ୍ଚଳର ସ୍କ୍ୱାର୍ଡ ଟିମ ପହଁଚି ବାରହାକୁ ଜୀବନ୍ତ ଉଦ୍ଧାର କରିଥିବା ଜଣାପଡିଛି। ଉଦ୍ଧାର ପରେ ବାରହାକୁ ନିକଟସ୍ଥ ଜଙ୍ଗଲରେ ଛାଡି ଦିଆଯାଇଥିବା ପୁରୁଣାକଟକ ରେଞ୍ଜ ଅଫିସର ଜୟନ୍ତ କୁମାର ଦାଶ ସୂଚନା ଦେଇଛନ୍ତି। ବାରହାର ସୁରକ୍ଷା ପାଇଁ ସ୍କ୍ୱାର୍ଡ ଟିମକୁ ସେଠାରେ ନିୟୋଜିତ କରାଯାଇଥିବା ରେଞ୍ଜର ସୂଚନା ଦେଇଛନ୍ତି।

୧୨ ବର୍ଷ ପରେ.. ନବରାତ୍ରରୁ ଓଲଟା ଚଳନ କରିବେ ବୃହସ୍ପତି ; ଏହି ରାଶିଙ୍କୁ କରିବେ ଭାଗ୍ୟଶାଳୀ, ଧନ ମିଳିବା ସହ ହେବ ବିବାହ..

- Advertisement -

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories