www.samajalive.in
Saturday, December 6, 2025
26.1 C
Bhubaneswar

ପୋଖରୀରୁ ବାହାରୁଛି ଅଜବ ଶବ୍ଦ, ଲୋକେ ଭୟଭୀତ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନା ଅନ୍ତର୍ଗତ କୁଶଙ୍ଗ ପଞ୍ଚାୟତର ସଂକୁରୀସ୍ଥିତ ଏକ ପୋଖରୀ ମଧ୍ୟରୁ ଅଜବ ଶବ୍ଦ ବାହାରୁଥିବା ଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏପରି ଶବ୍ଦକୁ ନେଇ ଲୋକଙ୍କ ମଧ୍ୟରେ ଏକ ଭୟର ବାତାବରଣ ସୃଷ୍ଟି ହୋଇଛି। ବର୍ତମାନ ସମୟରେ ପୋଖରୀ ମଧ୍ୟରେ ମାତ୍ର ଏକ ଫୁଟ ଉଚ୍ଚରେ ପାଣି ଥିବା ବେଳେ ଅନାବନା ଗଛରେ ପୋଖରୀଟି ପରିପୂର୍ଣ୍ଣ ରହିଛି।

ଗତକାଲି ବିଳମ୍ବିତ ରାତ୍ରିରୁ ପୋଖରୀ ମଧ୍ୟରୁ ମେସିନ ଚାଲିଲା ଭଳି ଶବ୍ଦ ବାହାରୁଥିବା ଘଟଣାକୁ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି କରିଛି। ଏଭଳି ଏକ ଘଟଣା ଦେଖିବାପାଇଁ ସେଠାରେ ଲୋକଙ୍କ ଭିଡ଼ ଜମିଛି। ଏ ଦିଗରେ ପୁଲିସ ପ୍ରଶାସନ ଦୃଷ୍ଟି ଦେବାକୁ ଦାବୀ ହେଉଛି।

ଏହି ରାଶିମାନେ ମା’ଲକ୍ଷ୍ମୀଙ୍କ କୃପାରୁ ନିଶ୍ଚୟ ହୁଅନ୍ତି କୋଟିପତି, ହଠାତ୍‌ ବଦଳେ ଏମାନଙ୍କ ଭାଗ୍ୟ, ଧନ ମାମଲାରେ ଏମାନେ ବେଶ ଭାଗ୍ୟଶାଳୀ..

- Advertisement -

 

 

 

Hot this week

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

Related Articles

Popular Categories