ହରଭଙ୍ଗା :ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନା ଅନ୍ତର୍ଗତ ଧଳପୁର ପଞ୍ଚାୟତ ବେଲପଦର ଗ୍ରାମରେ ଚାଷୀ ପୂର୍ଣ୍ଣ କର୍ଣ୍ଣ (୫୦) ବିଦ୍ୟୁତ ଆଘାତରେ ଗୁରୁତର ହୋଇଥିବା ସୂଚନା ମିଳିଛି। ତାଙ୍କୁ ଚିକିତ୍ସା ପାଇଁ ଆମ୍ବୁଲାନ୍ସ ଯୋଗେ ବୌଦ୍ଧ ମେଡିକାଲ ଚିକିତ୍ସା ପାଇଁ ସ୍ଥାନାନ୍ତରିତ କରାଯାଇଛି। ସୂଚନା ମତେ ଆଜି ସକାଳେ ଚାଷୀ ଜଣଙ୍କ ନିଜ ଚାଷ ଜମିରେ ପାଣି ମଡ଼ାଇବା ପାଇଁ ପାଣିପମ୍ପର ବିଦ୍ୟୁତ ସଂଯୋଗ ବେଳେ ସେ ବିଦ୍ୟୁତ ଆଘାତରେ ଗୁରୁତର ହୋଇଥିବା ଜଣାପଡିଛି।
ପିତୃପକ୍ଷ: ଗ୍ରହଙ୍କ ଦୁର୍ଲ୍ଲଭ ସଂଯୋଗ, କେଉଁ ରାଶି ହେବେ ମାଲାମାଲ୍, କାହାର ଦେଖାଦେବ ସମସ୍ୟା



