www.samajalive.in
Saturday, December 6, 2025
26.1 C
Bhubaneswar

ବୌଦ୍ଧ ଜିଲ୍ଲା ପରିଷଦ ଅଧ୍ୟକ୍ଷାଙ୍କ ବିଦ୍ୟାଳୟ ପରିଦର୍ଶନ

ହରଭଙ୍ଗା : ନୂତନ ଭାବେ ନିର୍ବାଚିତ ବୌଦ୍ଧ ଜିଲ୍ଲାପରିଷଦ ଅଧ୍ୟକ୍ଷା ପ୍ରଭାସିନି ଦାସ ଆଜି କମଳପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି। ବିଦ୍ୟାଳୟ ତରଫରୁ ପ୍ରଧାନ ଶିକ୍ଷକ ନିର୍ମଳ ରଣା ଫୁଲତୋଡା ,ଉପଢୌକନ ଦେଇ ସ୍ୱାଗତ କରିଥିଲେ। ବିଦ୍ୟାଳୟର ଅଗ୍ରଗତି ଏବଂ ସମସ୍ୟା ସମ୍ପର୍କରେ ପ୍ରଧାନଶିକ୍ଷକ ଅଧ୍ୟକ୍ଷାଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ବିଦ୍ୟାଳୟକୁ ଏକ ଆଦର୍ଶ ବିଦ୍ୟାଳୟ କରାଇ ଏହାର ସୌନ୍ଦର୍ୟ୍ୟକରଣ ଉପରେ ଦୃଷ୍ଟି ଦେବାକୁ ନୂତନ ଜିଲାପରିଷଦ ଅଧ୍ୟକ୍ଷା ପ୍ରତିଶ୍ରୁତି ଦେଇଥିଲେ।

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories