www.samajalive.in
Saturday, December 6, 2025
14.1 C
Bhubaneswar

ଦେଶୀ ମହୁଲି ମଦ ଜବତ, ଜଣେ ଗିରଫ

ହରଭଙ୍ଗା : ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ ଲୋକପଡା ଗ୍ରାମରେ ଅବକାରୀ ବିଭାଗ ଚଢ଼ାଉ କରି ପ୍ରତିମା ବେହେରାଙ୍କ ଠାରୁ ୧୦ଲିଟର ମହୁଲି ମଦ ଜବତ ସହ ତାଙ୍କୁ ଗିରଫ କରିଛି ।  ଦ୍ୱିତୀୟ ଦଫାରେ ମାଧପୁର ଜଙ୍ଗଲରେ ଚଢ଼ାଉ କରି ୬ ଶହ କେଜି ମହୁଲପୋଚ ଶହ ୧୫ ଲିଟର ଦେଶୀ ମହୁଲି ମଦ ଜବତ କରିଛି । ମଦ ପ୍ରସ୍ତୁତରେ ବ୍ୟବହୃତ ସାମଗ୍ରୀ ଜବତ କରିଥିବା ଅବକାରୀ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories