www.samajalive.in
Saturday, December 6, 2025
19.1 C
Bhubaneswar

ସମାଜ ପ୍ରଭାବ ; ସାମାଜିକ ସୁରକ୍ଷାରେ ସାମିଲହେଲେ ସୁଭଦ୍ରା

ହରଭଙ୍ଗା : ବୌଦ୍ଧଜିଲ୍ଲା ହରଭଙ୍ଗା ବ୍ଲକ ସଦରମହକୁମା ଚାରିଛକସ୍ଥିତ ପୁରୁଣାକଟକ ଥାନା ପଛପାଖରେ ବିଧବା ସୁଭଦ୍ରା ବେହେରା ଦୁଇ ପୁଅ,ଝିଅଙ୍କୁ ଧରି ଅସହାୟ ଅବସ୍ଥାରେ ଦିନକାଟୁଥିବା ଏକ ଶୀର୍ଷକ ଖବର ଗତ ୨୮ତାରିଖ ସମାଜରେ ପ୍ରକାଶ ପାଇଥିଲା। ଖବରର ସତ୍ୟତାକୁ ଜିଲ୍ଲାପ୍ରଶାସନ ପରଖିବା ସହିତ ବୌଦ୍ଧ ଉପଜିଲ୍ଲାପାଳ ଅଶ୍ୱିନୀ ମେହେରଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଆଦିପତି କହଁରଙ୍କୁ ସାମାଜିକ ସୁରକ୍ଷା ଯୋଜନାରେ ସୁଭଦ୍ରାଙ୍କୁ ତୁରନ୍ତ ସାମିଲ ପାଇଁ ନିର୍ଦ୍ଦେଶ ଦେଇଥିଲେ। ତାଙ୍କ ନିର୍ଦ୍ଦେଶକ୍ରମେ ସୁଭଦ୍ରାଙ୍କୁ ବିଧବା ଭତା ଅଗଷ୍ଟ ମାସରୁ ପ୍ରଦାନ ପାଇଁ ଅନୁମୋଦନ ହୋଇଥିବା ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସୂଚନା ଦେଇଛନ୍ତି। ପରିବାର ମଙ୍ଗଳ ଯୋଜନାରେ ଏକ ମାସ ମଧ୍ୟରେ ୨୦ ହଜାରଟଙ୍କା ପ୍ରଦାନ ପାଇଁ ଡି.ଏସ.ଏସ.ଓ ସୂଚନା ଦେଇଛନ୍ତି।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories