www.samajalive.in
Saturday, December 13, 2025
23.1 C
Bhubaneswar

ହରଭଙ୍ଗା ଜିଲାପାଳ,ଆରକ୍ଷୀ ଅଧିକ୍ଷକଙ୍କ ଅଭିଯୋଗ ଶୁଣାଣି

ହରଭଙ୍ଗା:ହରଭଙ୍ଗା ବ୍ଲକ କାର୍ଯ୍ୟାଳୟ ପ୍ରାଙ୍ଗଣରେ ସୋମବାର ବୌଦ୍ଧ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ବ୍ଲକର ବିଭିନ୍ନ କୋଣ ଅନୁକୋଣରୁ ୫୭ଟି ଅଭିଯୋଗ ପହଞ୍ଚିଥିଲା।ସେଥିରୁ ବୌଦ୍ଧ ଜିଲାପାଳ ଲଲାଟେନ୍ଦୁ ମିଶ୍ର ୫୪ଟି ଅଭିଯୋଗର ଶୁଣାଣି କରି ବିଭାଗୀୟ ଅଧିକାରୀଙ୍କୁ ସମାଧାନ ପାଇଁ ନିର୍ଦେଶ ଦେଇଥିଲେ। କାର୍ଯ୍ୟକ୍ରମରେ ଜିଲାପାଳଙ୍କ ସହିତ ବୌଦ୍ଧ ଏସ.ପି ଜ୍ଞାନରଞ୍ଜନ ମହାନ୍ତି, ବୌଦ୍ଧ ଉପଜିଲାପାଳ ସନତ କୁମାର ନାୟକ, ବୌଦ୍ଧ ପି.ଡି ଅଶ୍ୱିନୀ କୁମାର ମେହେର,ହରଭଙ୍ଗା ତହସିଲଦାର ଶମ୍ଭୁଭୂଷଣ ମିଶ୍ର, ହରଭଙ୍ଗା ଏବିଡିଓ ସୁବାଷ କୁମାର ଯାନୀ ପ୍ରମୁଖ ସାମିଲ ଥିଲେ।

Hot this week

ବଦଳିପାରେ ମନରେଗା ଯୋଜନାର ନାମ

ସମାଜ ଲାଇଭ ଡ଼େସ୍କ : ଗ୍ରାମୀଣ ସ୍ତରରେ ଶ୍ରମିକ ମାନଙ୍କୁ ରୋଜଗାର...

ସଂସଦ ଆକ୍ରମଣକୁ ୨୪ବର୍ଷ ପୁରିଲା: ୪୫ମିନିଟ୍‌ ଧରି ହୋଇଥିଲା ଗୁଳିଚାଳନା

ନୂଆଦିଲ୍ଲୀ: ସଂସଦ ଉପରେ ଆକ୍ରମଣକୁ ଆଜି ପୂରିଲା ୨୪ ବର୍ଷ ।...

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

Related Articles

Popular Categories