www.samajalive.in
Saturday, December 6, 2025
23.1 C
Bhubaneswar

ଦୁର୍ଦ୍ଦାନ୍ତ ମାଓବାଦୀ ଧନଞ୍ଜୟ ଗୋପେର ଆତ୍ମସମର୍ପଣ

କୋରାପୁଟ/ : ଦୁର୍ଦ୍ଦାନ୍ତ ମାଓବାଦୀ ଧନଞ୍ଜୟ ଗୋପେ ଓରଫ ସୁଧୀର ରବିବାର ଆତ୍ମସମର୍ପଣ କରିଛି। ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଜି ହିମାଂଶୁ ଲାଲଙ୍କ  କୋରାପୁଟ କାର୍ଯ୍ୟାଳୟରେ ସୁଧୀର ଆତ୍ମସମର୍ପଣ କରିଛି । ସେ ଆନ୍ଧ୍ର-ଓଡ଼ିଶା ବର୍ଡର ଜୋନ୍ ଗୁମ୍ମା ଏରିଆ କମିଟିର ମୁଖ୍ୟ ଭାବେ କାର୍ଯ୍ୟ କରୁଥିଲା।
ମାଲକାନଗିରି ଜିଲ୍ଲା କାଲିମେଳା ଥାନା ଏମଭିପି-୩୧ ଗ୍ରାମର ସୁଧୀର(୨୭) ୨୦୦୯ରେ କାଲିମେଳା ଦଳମ୍‍ ରେ ଯୋଗ ଦେଇଥିଲା । ସୁଧୀର ନାମରେ ୨୭ରୁ ଅଧିକ ମାମଲା ରହିଛି । ତାକୁ ଧରାଇ ଦେବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୫ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରାଯାଇଥିଲା।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories