www.samajalive.in
Saturday, December 6, 2025
17.1 C
Bhubaneswar

ମଦ ପାଇଁ ଚାଲିଗଲା ୭ ଜୀବନ

ହରିଦ୍ୱାର : ପୁଣି ସାମ୍ନାକୁ ଆସିଲା ମଦ ଜନିତ ମୃତ୍ୟୁ। ହରିଦ୍ୱାର ପଥରୀ ଥାନା ଅନ୍ତର୍ଗତ ଶିବଗଡ ଉର୍ଫ ତେଲୀବାଲା ଫୁଲଗଡରେ ମଦ ପାଇଁ ଥିବା କଞ୍ଚାମାଲ ପିଇବାରୁ ସାତ ଜଣଙ୍କ ଜୀବନ ଚାଲି ଯାଇଛି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ଥାନା ଅଧିକାରୀ ପହଞ୍ଚିଛନ୍ତି। ଘଟଣାର ତଦନ୍ତ ଆରମ୍ଭ ହୋଇଛି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

Related Articles

Popular Categories