www.samajalive.in
Saturday, December 6, 2025
23.1 C
Bhubaneswar

ହରିୟାଣାରେ ମୁଖ୍ୟମନ୍ତ୍ରୀ ନାଏବ ସିଂହ ସୈନୀ ବିଜୟୀ

ସମାଜ ଡିଜିଟାଲ ଡେସ୍କ: ହରିୟାଣାର ଲଡୱା ଆସନରେ ବିଜୟୀ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନାଏବ ସିଂ ସୈନୀ। ତେବେ ହରିୟାଣା ବିଧାନସଭା ନିର୍ବାଚନରେ ବାଜିମାତ କରିଛି ବିଜେପି। ୯୦ ଆସନ ବିଶିଷ୍ଟ ବିଧାନସଭା ଆସନରେ ବିଜେପି ଏଠାରେ ମ୍ୟାଜିକ୍‌‌ ନମ୍ବର ପାର କରିଛି। ବର୍ତ୍ତମାନ ସୁଦ୍ଧା ବିଜେପି ୪୯ସିଟରେ ଆଗୁଆ ରହିଥିବା ବେଳେ କଂଗ୍ରେସ ୩୬ଟି ସିଟରେ ଆଗୁଆ ଓ ଅନ୍ୟ ସ୍ୱାଧୀନ ଦଳ ୬ଟି ଆସନରେ ଆଗୁଆ ରହିଛନ୍ତି। ତେବେ ବିଜେପି ଏଠାରେ ବିଜୟୀ ହୋଇଥିବା ବେଳେ ନାଏବ ସିଂହ ସୈନୀ ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ କି ନାହିଁ ତାହା ଦଳ ନିଷ୍ପତି ନେବ ବୋଲି କୁହାଯାଇଛି।

Hot this week

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

Related Articles

Popular Categories