www.samajalive.in
Friday, December 12, 2025
16.1 C
Bhubaneswar

ହରିୟାଣାର ନୂଆ ମୁଖ୍ୟମନ୍ତ୍ରୀ ନାୟବ ସୈନୀ ଜିତିଲେ ବିଶ୍ବାସ ମତ

ନୂଆଦିଲ୍ଲୀ : ବୁଧବାର ବିଧାନସଭାରେ ବିଶ୍ବାସ ମତ ଜିତିଛନ୍ତି ନାୟବ ସିଂହ ସୈନୀ । ହରିୟାଣା ବିଧାନସଭାରେ ସଂଖ୍ୟା ଗରିଷ୍ଠତା ପାଇଁ ୪୬ ବିଧାୟକଙ୍କ ସମର୍ଥନ ଲୋଡା ଥିବାବେଳେ ବିଜେପିକୁ ୪୮ ବିଧାୟକଙ୍କ ସମର୍ଥନ ମିଳିଛି। ଏଥିମଧ୍ୟରୁ ବିଜେପିର ୪୧ ଜଣ ବିଧାୟକ ଥିବାବେଳେ ୬ ଜଣ ସ୍ୱାଧୀନ ବିଧାୟକ ଓ ହରିୟାଣାର ଲୋକହିତ ପାର୍ଟିର ଏକମାତ୍ର ବିଧାୟକ ଗୋପାଳଙ୍କ ସମର୍ଥନ ମିଳିଛି।

କହିରଖୁଛୁ ପୂର୍ବତନ ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି । ତାଙ୍କ ଇସ୍ତଫା ପରେ ଖାଲି ଥିବା କରନାଲ ସିଟରୁ ଏବେ ମୁଖ୍ୟମନ୍ତ୍ରୀ ନାୟବ ସିଂହ ସୈନୀ ଉପନିର୍ବାଚନ ଲଢିବେ । ଅନ୍ୟପଟେ ନାୟବ ସୈନୀଙ୍କ ବିରୁଦ୍ଧରେ ଆଇନଜୀବୀ ଜଗମୋହନ ଭଟ୍ଟୀ ହାଇକୋର୍ଟରେ ଯାଚିକା ଦାୟର କରିଛନ୍ତି । ସେ କହିଛନ୍ତି କି ବିା ସାଂସଦ ପଦ ଛାଡି ସେ ମୁଖ୍ୟମନ୍ତ୍ରୀ ହୋଇପାରିବେନି ।

- Advertisement -

 

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories