www.samajalive.in
Saturday, December 6, 2025
26.1 C
Bhubaneswar

ଆଜି ହରିୟାଣା ବିଧାନସଭା ନିର୍ବାଚନ ଭୋଟ ଗ୍ରହଣ

ଚଣ୍ଡିଗଡ : ଆଜି ହରିୟାଣା ବିଧାନସଭା ନିର୍ବାଚନ । ଏଥିଲାଗି ଆଜି(ଶନିବାର) ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେଉଛି । ବିଧାନସଭାର ୯୦ଟି ଆସନ ପାଇଁ ମୋଟ ୧୦୩୧ ଜଣ ପ୍ରାର୍ଥୀ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି। ପ୍ରତିଦ୍ବନ୍ଦ୍ବିତା କରୁଥିବା ପ୍ରାର୍ଥୀଙ୍କ ମଧ୍ୟରେ ୧୦୧ ଜଣ ମହିଳା ଅଛନ୍ତି। ଏହି ନିର୍ବାଚନରେ ରାଜ୍ୟର ୨.୧ କୋଟି ଭୋଟର ସେମାନଙ୍କ ମତଦାନ କରିବେ। ମତଦାନ ନିମନ୍ତେ ୨୦,୬୨୯ଟି ମତଦାନ କେନ୍ଦ୍ର ଖୋଲାଯାଇଛି। ଏହି ନିର୍ବାଚନରେ ବିଜେପି, କଂଗ୍ରେସ, ଆପ୍, ଆଇଏନଏଲଡି-ବିଏସ୍‌ପି, ଜେଜେପି-ଆଜାଦ ସମାଜ ପାର୍ଟି ନିଜର ପ୍ରାର୍ଥୀ ଦେଇଛନ୍ତି। ଅକ୍ଟୋବର ୮ରେ ହରିୟାଣା ସହିତ ଜାମ୍ମୁ-କାଶ୍ମୀର ବିଧାନସଭା ନିର୍ବାଚନ ଭୋଟ ଗଣତି ହେବ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories