www.samajalive.in
Monday, December 15, 2025
24.1 C
Bhubaneswar

୯୩ ଥର ହାରିଲେଣି; ତଥାପି ଲଢ଼ୁଛନ୍ତି

ଲକ୍ଷ୍ନୌ: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ଏଭଳି ଜଣେ ବ୍ୟକ୍ତି ପ୍ରାର୍ଥୀ ହୋଇଛନ୍ତି; ଯେ କି ପୂର୍ବରୁ ୯୩ ଥର ନିର୍ବାଚନ ଲଢ଼ି ହାରିଛନ୍ତି। ଏଥର ସେ ୯୪ଥର ପାଇଁ ପ୍ରାର୍ଥୀ ହୋଇଛନ୍ତି। ସେ ୧୯୮୫ରୁ କ୍ରମାଗତ ଭାବେ ପଞ୍ଚାୟତରୁ ଆରମ୍ଭ କରି ବିଧାୟକ, ସାଂସଦ ଏମିତି କି ଦେଶର ରାଷ୍ଟ୍ରପତି ପଦ ପାଇଁ ପ୍ରତିଦ୍ବନ୍ଦ୍ବିତା କରିଛନ୍ତି। ରାଷ୍ଟ୍ରପତି ପଦ ପାଇଁ ତାଙ୍କର ପ୍ରାର୍ଥିପତ୍ର ଖାରଜ ହୋଇଯାଇଥିଲା।

ଏହି ବ୍ୟକ୍ତି ହେଉଛନ୍ତି ଆଗ୍ରାର ୭୬ ବର୍ଷୀୟ ହସନୁରାମ ଆମ୍ବେଦକରୀ। ସେ ଆଗ୍ରାର ଖେରାଗଡ଼ ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଜୀବିତ ଥିବା ପର୍ଯ୍ୟନ୍ତ ଏବଂ ଅନ୍ୟୂନ ୧୦୦ଥର ନିର୍ବାଚନ ଲଢ଼ିବା ପାଇଁ ନିଷ୍ପତ୍ତି ନେଇଥିବା ସେ କହିଛନ୍ତି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories