www.samajalive.in
Wednesday, December 10, 2025
26.1 C
Bhubaneswar

ସତସଙ୍ଗରେ ଦଳାଚକଟା: ମୃତ୍ୟୁ ସଂଖ୍ୟା ୧୧୬କୁ ବୃଦ୍ଧି

 

ଲକ୍ଷ୍ନୌ : ସତସଙ୍ଗରେ ଦଳାଚକଟାରେ ମୃତ୍ୟୁ ସଂଖ୍ୟା ୧୧୬କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଅଧିକାଂଶ ମହିଳା ଓ ଶିଶୁ ଥିବା ସୂଚନା ମିଳିଛି । ଅନ୍ୟପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ୨ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି ।

- Advertisement -

ହାଥରସର ସିକନ୍ଦର ରାଓ ଥାନା ଅଧୀନରେ ଥିବା ଏକ ଗାଁରେ ଏହି ଘଟଣା ଘଟିଛି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହା ଏକ ବ୍ୟକ୍ତିଗତ କାର୍ଯ୍ୟକ୍ରମ ହୋଇଥିବାରୁ ସବ୍ ଡିଭିଜନାଲ ମାଜିଷ୍ଟ୍ରେଟ ଅନୁମତି ଦେଇଥିଲେ। ସତସଙ୍ଗ (ପ୍ରାର୍ଥନା ସଭା) ସମୟରେ ଏହି ଅଘଟଣ ଘଟିଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ଘଟଣାକୁ ଗୁରୁତ୍ବ ଦେବା ସହ ତାଙ୍କ ନିର୍ଦ୍ଦେଶକ୍ରମେ ଘଟଣାର ତଦନ୍ତ ପାଇଁ ଏକ କମିଟି ଗଠନ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ମୃତକଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।

 

Hot this week

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

ଏହି ଦେଶରେ ବ୍ୟାନ୍ ହେଲା ସୋସିଆଲ ମିଡିଆ

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆରେ ବ୍ୟାନ୍ ହେଲା ସୋସିଆଲ ମିଡିଆ। ଅଷ୍ଟ୍ରେଲିଆ...

Related Articles

Popular Categories