www.samajalive.in
Sunday, December 7, 2025
23.1 C
Bhubaneswar

ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀଙ୍କୁ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ଝାରସୁଗୁଡା ବିଧାୟକ ଟଙ୍କଧର ତ୍ରିପାଠୀଙ୍କୁ ହାଇକୋର୍ଟରୁ ନୋଟିସ୍‌‌। ଆସନ୍ତା ସେପ୍ଟେମ୍ବର ୨୩ରେ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ରହିଛି। ୨୦୨୪ ନିର୍ବାଚନ ସତ୍ୟପାଠରେ ଅପରାଧିକ ମାମଲା ଲୁଚାଇଥିବା ଅଭିଯୋଗ ହୋଇଥିଲା। ଏହି ଅଭିଯୋଗ କରିଥିଲେ ପୂର୍ବତନ ବିଧାୟିକା ଦୀପାଳି ଦାସ। ନିର୍ବାଚନ ଫଳାଫଳ ଆସିବା ପରେ ଅଭିଯୋଗ କରିଥିଲେ ଦୀପାଳି। ଖବକମ୍‌‌ ଭୋଟ ବ୍ୟବଧାନରେ ଟଙ୍କଧରଙ୍କ ଠାରୁ ହାରିଥିଲେ ଦୀପାଳି। ଏହାପରେ ଇଭିଏମ୍‌‌ ଟ୍ୟାମ୍ପରିଙ୍ଗ ନେଇ ଅଭିଯୋଗ ଆଣିବା ସହ ପୁଣି କାଉଣ୍ଟିଙ୍ଗ କରିବାକୁ ଇଲେକସନ କମିଶନଙ୍କୁ ନିବେଦନ କରିଥିଲେ ନୀପାଳି ଦାସ।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories