www.samajalive.in
Saturday, December 6, 2025
14.1 C
Bhubaneswar

୧୯ରେ ବସିବ ବିଜେଡି ବିଧାୟକ ଦଳ ବୈଠକ

ଭୁବନେଶ୍ୱର: ଆସନ୍ତା ୧୯ ତାରିଖରେ ବିଜେଡି ବିଧାୟକ ଦଳ ବୈଠକ ବସିବାକୁ ଯାଉଛି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ। ଏହି ବୈଠକରେ ବିଧାୟକ ଦଳ ନେତା ଚୟନ କରାଯିବ ବୋଲି ସୂଚନା ମିଳିଛି। ଅପରାହ୍ନ ୪ଟା ୩୦ ମିନିଟରେ ବୈଠକ ବସିବ। ବିଧାନସଭାରେ କିଏ ହେବ ବିରୋଧୀ ଦଳର ନେତା ତାହା ଚୟନ କରାଯିବ। ସଭାପତି ନବୀନ ପଟ୍ଟନାୟନ ନିଜେ ବିରୋଧୀ ଦଳର ନେତା ହେବେ ନା ଆଉ କାହାକୁ ଦଳ ମୋହର ମାରିବ ତାହା ଉପରେ ସମସ୍ତଙ୍କ ନଜର ରହିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories