www.samajalive.in
Sunday, December 14, 2025
19.1 C
Bhubaneswar

ଦେଖନ୍ତୁ ଭିଡ଼ିଓ; ଚିତା ବାଘ କୋଳରେ ଏମିତି ଶୋଇଛନ୍ତି ମହିଳା

ସମାଜ ଡିଜିଟାଲ ଡେସ୍କ: ଆଶ୍ଚର୍ଯ୍ୟ କରିଲା ଭଳି ଦୃଶ୍ୟ । ମହିଳା ଜଣଙ୍କ ଚିତା ବାଘ ପିଠିରେ ନିର୍ଭୟରେ ମୁଣ୍ଡ ରଖି ଶୋଇଛନ୍ତି । ବାଘଟି ମଧ୍ୟ ମହିଳାଙ୍କୁ କୌଣସି କ୍ଷତି ପହଞ୍ଚାଉନାହିଁ । ଭିଡ଼ିଓଟି ସୋସିଆଲ ମିଡ଼ିଆରେ ଖୁବ ଭାଇରାଲ ହେଉଛି ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories