www.samajalive.in
Thursday, December 11, 2025
23.1 C
Bhubaneswar

ସନ୍ଧ୍ୟା ୬ଟା – ମୁଖ୍ୟ ସମ୍ବାଦ

ବଡ ଖବର
# ପାକିସ୍ତାନରେ ମହଙ୍ଗା ହେଲା କ୍ଷୀର – ଲିଟର ପ୍ରତି କ୍ଷୀର ଦର -୧୪୦ ଟଙ୍କା
# ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସ୍ପେଶାଲ ସ୍କ୍ୱାଡ ପକ୍ଷରୁ ସ୍କୁଲ ବ୍ୟାଗ୍ ଯାଞ୍ଚ ଆରମ୍ଭ
# ପ୍ରବଳ ବର୍ଷା ସମ୍ଭାବନା – ୭ଟି ଜିଲ୍ଲାକୁ ଅରେଞ୍ଜ୍ ଓ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଆଞ୍ଚଳିକ
# ଗୁଜରାଟ ସରକାର ନୂଆ ଟ୍ରାଫିକ୍‌ ନିୟମରେ ଥିବା ଜରିମାନାକୁ କୋହଳ କରିବା ପରେ ଓଡିଶାରେ ଜରିମାନାକୁ ୫୦ ପ୍ରତିଶତ ହ୍ରାସ କରିବାକୁ ଦାବି
# ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସ୍ପେଶାଲ ସ୍କ୍ୱାଡ ପକ୍ଷରୁ ସ୍କୁଲ ବ୍ୟାଗ୍ ଯାଞ୍ଚ ଆରମ୍ଭ
# ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା – ୩ ଦିନ ଯାଏଁ ରହିବ ପ୍ରଭାବ
# ପ୍ରବଳ ବର୍ଷା ସମ୍ଭାବନା – ୭ଟି ଜିଲ୍ଲାକୁ ଅରେଞ୍ଜ୍ ଓ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
# ନୃପେନ୍ଦ୍ର ମିଶ୍ରଙ୍କ ଅବସର ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରମୁଖ ସଚିବ ଭାବେ ଦାୟିତ୍ୱ ନେଲେ ୧୯୭୨ ବ୍ୟାଚ୍ ଗୁଜରାଟ କ୍ୟାଡର ଆଇଏଏସ୍‌ ପ୍ରମୋଦ କୁମାର ମିଶ୍ର – ସେ ସମ୍ବଲପୁର ବାସିନ୍ଦା
# ୬ ବର୍ଷର ଛାତ୍ରଙ୍କ ଜୀବନକୁ ରକ୍ଷା କରିଥିବା ଯାଜପୁର ଜିଲ୍ଲା କୋରେଇ ହାଇସ୍କୁଲର ୨ଜଣ ଛାତ୍ର ସେକ୍‌ ତସିଫ୍‌ ରାଜା ଓ ମହମ୍ମଦ ସୋଏବଙ୍କୁ ସାହସିକତା ପାଇଁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
# ଦାବି ପୂରଣ ନ ହେଲେ ଓଡ଼ିଶା ଛାଡ଼ି ଆନ୍ଧ୍ର ପ୍ରଦେଶରେ ମିଶିବାକୁ ଧମକ ଦେଇଛନ୍ତି ମାଲକାନଗିରି ବିଚ୍ଛିନ୍ନାଞ୍ଚଳର ୬ଟି ପଞ୍ଚାୟତବାସୀ
# ଜଗତସିଂହପୁର ପୋକାମୂଳ ଗାଁରେ ୬ ମାସର ଛୁଆକୁ ଧରି ନଦୀକୁ ଡେଇଁଲେ ମହିଳା – ଏ ଯାଏଁ ମିଳିନି ପତ୍ତା
# ଭୁବନେଶ୍ୱର ଉପକଣ୍ଠ ରଙ୍ଗମାଟିଆ ଅଞ୍ଚଳରେ ଯୁବକଙ୍କୁ ହତ୍ୟା – ୩ଜଣ ସମ୍ପୃକ୍ତ ଥିବା ନେଇ ସନ୍ଦେହ
# କଟକ ସିଡିଏ ସେକ୍ଟର-୧୩ରେ ଏନ୍‌କାଉଣ୍ଟର – ଦୁର୍ଦ୍ଦାନ୍ତ ଅପରାଧୀ ତଥା ଗ୍ୟାଙ୍ଗଷ୍ଟର ଟିଟୋର ସହଯୋଗୀ ବୁଧିଆ ଦାସ ଆହତ

- Advertisement -

ଜାତୀୟ
# ଉତ୍ତର ପ୍ରଦେଶର ବିଜେପି ନେତା ତଥା ଦେଶର ପୂର୍ବତନ ସ୍ୱରାଷ୍ଟ୍ରମନ୍ତ୍ରୀ ଚିନ୍ମୟାନନ୍ଦଙ୍କ ବିରୋଧରେ ଆସିଥିବା ଯୌନ ନିର୍ଯାତନା ମାମଲା – ଅଶ୍ଳୀଳ ଭିଡିଓ ଦେଖାଇ ଶାରୀରିକ ସମ୍ପର୍କ ରଖୁଥିବା ଅଭିଯୋଗ
# ସୁରକ୍ଷା ବାହିନୀ ଗୁଳିରେ ଜମ୍ମୁ କଶ୍ମୀର ସୋପର ଜିଲ୍ଲାର ଜଣେ ଆତଙ୍କବାଦୀ ନିହତ
# ବେଙ୍ଗାଲୁରୁସ୍ଥିତ ଆମେରିକାର ପୁଞ୍ଜି ନିବେଶକାରୀ କମ୍ପାନୀ ଗୋଲ୍ଡମ୍ୟାନ ସାକ୍ସ ବ୍ୟାଙ୍କ ଆକାଉଣ୍ଟରୁ ୩୮ କୋଟି ଟଙ୍କା ଠକେଇ ଅଭିଯୋଗ
# ଆନ୍ଧ୍ର ପ୍ରଦେଶର ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଓ ତାଙ୍କ ଦଳର ଅନେକ ନେତା ଗୃହବନ୍ଦୀ

ଆନ୍ତର୍ଜାତିକ
# ପାକିସ୍ତାନରେ ମହଙ୍ଗା ହେଲା କ୍ଷୀର – ଲିଟର ପ୍ରତି କ୍ଷୀର ଦର -୧୪୦ ଟଙ୍କା

Hot this week

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ

ଭୁବନେଶ୍ୱର : ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ...

ଗୃହରୁ ମିଳିଥିବା ୧୬,୫୦୦ ଟଙ୍କା ନେବାକୁ ହାତ ଟେକିଲେ ୧୨ ସଦସ୍ୟ

ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ ଲଜ୍ଜାକର ଘଟଣା ଇସଲାମାବାଦ : ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ...

Related Articles

Popular Categories