www.samajalive.in
Saturday, December 6, 2025
16.1 C
Bhubaneswar

କୁଶଙ୍ଗରେ ପ୍ରଧାନଶିକ୍ଷକଙ୍କ ସମୀକ୍ଷା ବୈଠକ

ହରଭଙ୍ଗା :  କୁଶଙ୍ଗ ପଞ୍ଚାୟତ ହାଇସ୍କୁଲ ପ୍ରାଙ୍ଗଣରେ ହରଭଙ୍ଗା ବ୍ଲକ୍ ସ୍ତରୀୟ ହାଇସ୍କୁଲ ପ୍ରଧାନଶିକ୍ଷକ ମାନଙ୍କର ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି ।  ହରଭଙ୍ଗା ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଜୟ କୁମାର ଲୁହାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସରୋଜିନୀ ମଣ୍ଡଳ, ମୁରଲୀଧର ରଣା,କୈଳାଶ ଚନ୍ଦ୍ର ପ୍ରଧାନ ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗଦେଇଥିଲେ।  ନବମ ଶ୍ରେଣୀରୁ ଦଶମ ଶ୍ରେଣୀକୁ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀମାନଙ୍କ ଡ୍ରପ ଆଉଟ୍ ରୋକିବା,ନବମ ଶ୍ରେଣୀରୁ ପାଠ ଛାଡିଥିବା ପିଲାଙ୍କ ପୁନଃ ସ୍କୁଲ ପଠାଇବା ଦିଗରେ ଅଭିଭାବକଙ୍କୁ ବୁଝାଇବା ଏବଂ  ବିଦ୍ୟାଳୟରେ ସମସ୍ତ ଛାତ୍ରଛାତ୍ରୀମାନଙ୍କ ଉପସ୍ଥିତି ସୁନିଶ୍ଚିତ କରିବା ସମ୍ପର୍କିତ ବିଷୟ ଗୁଡିକରେ ଆଲୋଚନା ହୋଇଥିଳା।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories