www.samajalive.in
Friday, December 5, 2025
20.1 C
Bhubaneswar

ଜାଣନ୍ତୁ ଚା’ ସହ କେଉଁ ଖାଦ୍ୟପଦାର୍ଥ ଖାଇବା ଉଚିତ ନୁହେଁ

ଚା’ ପିଇବା ବହୁ ଲୋକଙ୍କ ନିତିଦିନିଆ ଅଭ୍ୟାସ। ମାତ୍ର ବହୁ ଲୋକେ ଚା’ ପିଇବା ସମୟରେ ଏପରି କିଛି ଖାଦ୍ୟ ଖାଇଥାଆନ୍ତି, ଯାହା ସ୍ୱାସ୍ଥ୍ୟ ପାଇଁ କ୍ଷତିକାରକ ଅଟେ। ଏହା ସଭିଏଁ ହୁଏତ ଜାଣି ନଥିବେ ଚା’  ସହ କେଉଁ ଖାଦ୍ୟଦ୍ରବ୍ୟ ଖାଇବା ଉଚିତ ଓ ଅନୁଚିତ, ଏହି କାରଣରୁ ବହୁ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ମଧ୍ୟ ଦେଖାଯାଇଥାଏ। ଜାଣନ୍ତୁ ଚା’  ସହ କେଉଁ ଖାଦ୍ୟପଦାର୍ଥ ଖାଇବା ଉଚିତ ନୁହେଁ….

courtesy : Blu-Dot Protein Tea

ଚା’ ଏବଂ ଆଇରନ ଯୁକ୍ତ ଖାଦ୍ୟ –
ଚା’ ରେ ଟେନିନ ରହିଥାଏ। ଯାହା ଆଇରନକୁ ଶୋଷଣ କରିଥାଏ। ଏହା ଦ୍ୱାରା ଶରୀରରେ ଆଇରନର ମାତ୍ରା କମ ହୋଇଥାଏ। ଫଳରେ ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟା ସୃଷ୍ଟି ହୁଏ। ତେଣୁ ଚା’ ସହ ଆଇରନ ଯୁକ୍ତ ଖାଦ୍ୟ ଖାଇବା ଉଚିତ ନୁହେଁ।

- Advertisement -
courtesy : Down To Earth

ଚା’ ସହ ପ୍ରୋଟିନ ଯୁକ୍ତ ଖାଦ୍ୟ –
ଅଣ୍ଡାରେ ଅଧିକ ମାତ୍ରାରେ ପ୍ରୋଟିନ ରହିଛି। ଚା’ ରେ ଥିବା ଟେନିନ ପ୍ରୋଟିନକୁ ଶୋଷଣ କରିଥାଏ। ଯାହା ଫଳରେ ଚା’  ପିଇବାର କିଛି ସମୟ ପରେ ଅଣ୍ଡା ଖାଇଲେ ଏହା ଶରୀର ପାଇଁ କ୍ଷତିକାରକ ହୋଇଥାଏ।

courtesy : WebMD

ଚା’  ଓ ସବୁଜ ପନିପରିବା –
ସ୍ୱାସ୍ଥ୍ୟ ପାଇଁ ସବୁଜ ପନିପରିବା ଖୁବ ଉପକାରୀ ଅଟେ । ଏହା ଶରୀରକୁ ଆବଶ୍ୟକ ପରିମାଣରେ ପୋଷଣ ଯୋଗାଇଥାଏ। ମାତ୍ର ଚା’  ପିଇବାର କିଛି ସମୟ ପରେ ପନିପରିବା ଯୁକ୍ତ ଖାଦ୍ୟ ଖାଇବା ଆଦୌ ଉଚିତ ନୁହେଁ। ଏହା ପନିପରିବାର ପୋଷକ ତତ୍ତ୍ୱକୁ ନଷ୍ଟ କରିଥାଏ। ଖାଦ୍ୟ ମଧ୍ୟ ଭଲ ଭାବେ ହଜମ ହୋଇନଥାଏ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories