ରୁପା ବାସନରେ ଖାଇଲେ ଶରୀରକୁ ମିଳିବ ଆଶ୍ଚର୍ଯ୍ୟଜନକ ଲାଭ..

ରୁପାକୁ ସାଧାରଣତଃ ଲୋକେ ବିଭିନ୍ନ ଗହଣା ତିଆରି କରିବାରେ ବ୍ୟବହାର କରି ଥାଆନ୍ତି । ମାତ୍ର ରୁପାରୁ କେବଳ ଗହଣା ନୁହେଁ ବରଂ ବାସନ ମଧ୍ୟ ତିଆରି କରାଯାଏ । ଏହା ମହଙ୍ଗା ହୋଇଥିବା କାରଣରୁ କମ୍‌ ଲୋକେ ଏହାକୁ ବ୍ୟବହାର କରି ଥାଆନ୍ତି । ମାତ୍ର ରୁପା ବାସନରେ ଖାଦ୍ୟ ସେବନ କରିବା କୌଣସି ବରଦାନରୁ କମ୍‌ ନୁହେଁ । ଆୟୁର୍ବେଦ ଅନୁଯାୟୀ, ରୁପାରେ ଆଣ୍ଟିସେଫଟିକ୍‌, ଆଣ୍ଟି-ବ୍ୟାକ୍ଟେରିୟଲ ଭଳି ଅନେକ ଗୁଣ ରହିଛି । ଫଳରେ … Continue reading ରୁପା ବାସନରେ ଖାଇଲେ ଶରୀରକୁ ମିଳିବ ଆଶ୍ଚର୍ଯ୍ୟଜନକ ଲାଭ..