ବାସ୍‌ ଗୋଟିଏ ଗ୍ଲାସ ଉଷୁମ କ୍ଷୀର; ଅମୃତ ସମାନ,ଏମିତି ପିଇଲେ ମିଳିବ ଚମତ୍କାରୀ ଲାଭ..

ଉଷୁମ କ୍ଷୀର ପିଇବା ସ୍ୱାସ୍ଥ୍ୟ ପାଇଁ ଖୁବ୍‌ ଲାଭଦାୟକ । ଆୟୁର୍ବେଦରେ ମଧ୍ୟ କ୍ଷୀରକୁ ସମ୍ପୂର୍ଣ୍ଣ ଆହାର ବୋଲି କୁହାଯାଇଛି। ଏଥିରେ ଥିବା କ୍ୟାଲସିୟମ, ପ୍ରୋଟିନ ଓ ଅନ୍ୟ ପୋଷକ ତତ୍ତ୍ୱ ଶରୀର ପାଇଁ ବେଶ ଉପକାରୀ । ଜାଣନ୍ତୁ ନିୟମିତ ଉଷୁମ କ୍ଷୀର ପିଇବା ଦ୍ୱାରା ଶରୀରକୁ କି କି ଲାଭ ମିଳିଥାଏ। ଉତ୍ତମ ନିଦ ପାଇଁ.. ଉଷୁମ କ୍ଷୀରରେ ଥିବା ପୋଷକ ତତ୍ତ୍ୱ ଉତ୍ତମ ନିଦରେ ସହାୟକ ହୋଇଥାଏ । ଉଷୁମ କ୍ଷୀର ପିଇବା … Continue reading ବାସ୍‌ ଗୋଟିଏ ଗ୍ଲାସ ଉଷୁମ କ୍ଷୀର; ଅମୃତ ସମାନ,ଏମିତି ପିଇଲେ ମିଳିବ ଚମତ୍କାରୀ ଲାଭ..