ଡେସ୍କ: ମଙ୍କିପକ୍ସ ସଂକ୍ରମିତ ଦେଶରୁ ଫେରିଥିବା ଜଣେ ଯୁବକ ସଂକ୍ରମିତ ହୋଇଥିବା ସନ୍ଦେହ କରାଯାଉଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଅନୁଯାୟୀ, ସମ୍ପୃକ୍ତ ରୋଗୀଙ୍କୁ ଏକ ନିର୍ଦ୍ଦିଷ୍ଟ ଡାକ୍ତରଖାନାରେ ଅଲଗା ରଖାଯାଇଛି ଏବଂ ମଙ୍କିପକ୍ସ ସଂକ୍ରମଣ ନିଶ୍ଚିତ କରିବା ପାଇଁ ତାଙ୍କ ନମୁନା ପରୀକ୍ଷା କରାଯାଉଛି। ରୋଗୀ ବର୍ତ୍ତମାନ ସ୍ଥିର ଅଛନ୍ତି ଏବଂ କୌଣସି ଅଯଥା ଚିନ୍ତାର କାରଣ ନାହିଁ ବୋଲି ମନ୍ତ୍ରାଳୟ କହିଛି।
Popular Categories



