www.samajalive.in
Sunday, December 14, 2025
19.1 C
Bhubaneswar

ଝାଡାବାନ୍ତି ପାଇଁ ସବୁ ଜିଲାକୁ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର : ଜିଲାରୁ ଜିଲାକୁ ଝାଡାବାନ୍ତି ବ୍ୟାପୁଥିବାରୁ ସବୁ ଜିଲାକୁ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସ୍ୱାସ୍ଥ୍ୟ ସଚିବ ଅଶ୍ୱତୀ ଏସ୍‌ଙ୍କ ପ୍ରତିକ୍ରିୟା ମିଳିଛି । କେବଳ ୫ ଜିଲା ନୁହେଁ ସବୁ ଜିଲା ଆଲର୍ଟରେ ରହିବେ । ପ୍ରତ୍ୟେକ ଦିନ ରାଜ୍ୟ ସ୍ତରୀୟ ସମୀକ୍ଷା ହେବ ।ରୋଗୀଙ୍କୁ ୨୪ ଘଣ୍ଟିଆ ନିରୀକ୍ଷଣରେ ରଖାଯାଇଛି । ଆସନ୍ତାକାଲି କେନ୍ଦ୍ରୀୟ ଟିମ୍‌ ସହ ଆଲୋଚନା ହେବ । ଯେତିକି ପରୀକ୍ଷା ହୋଇଥିଲା ୧୦ ପ୍ରତିଶତ କଲେରା ବାହାରିଛି ବୋଲି ସେ କହିଛନ୍ତି ।

ଦୀର୍ଘ ୧୮ ବର୍ଷ ପରେ ଏକାଠି ହେବେ ବୁଧ-କେତୁ : ଜାଣନ୍ତୁ କେଉଁ କେଉଁ ରାଶି ହେବେ ଭାଗ୍ୟଶାଳୀ, ହଠାତ୍‌ ବଦଳିବ ସବୁକିଛି, ହେବେ ମାଲାମାଲ୍‌..

ଇସ୍ରାଏଲ୍‌ ଓ ଇରାନ ଯୁଦ୍ଧ ; ପେଟ୍ରୋଲ୍‌-ଡିଜେଲ୍‌ ମହଙ୍ଗା ହେଲେ ସର୍ବସାଧାରଣଙ୍କ ପକେଟ୍‌ ଉପରେ ପଡିବ କି କି ପ୍ରଭାବ

- Advertisement -

ରାଜ୍ୟରେ ୩ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories