www.samajalive.in
Sunday, December 7, 2025
26.1 C
Bhubaneswar

ବାରମ୍ବାର ପିଉଛନ୍ତି କି ଉଷୁମ ପାଣି ?

ଉଷୁମ ପାଣି ପିଇବା ଦ୍ୱାରା ଶରୀରର ଅନେକ ଉପକାର ହୋଇଥାଏ। ମାତ୍ର ଆବଶ୍ୟକତା ଠାରୁ ଅଧିକ ଉଷୁମ ପାଣି ପିଇବା ଦ୍ୱାରା ସ୍ୱାସ୍ଥ୍ୟ ପାଇଁ କ୍ଷତିକାରକ ହୋଇଥାଏ।
ଅଧିକ ଉଷୁମ ପାଣି ପିଇବା ଦ୍ୱାରା ଓଠ ଓ ପାଟି ଭିତରେ ଲାଲ ଦାଗ ସୃଷ୍ଟି ହୋଇଥାଏ।
ପାଚନ ତନ୍ତ୍ର ଉପରେ ଥିବା ନରମ ଆସ୍ତ୍ରରଣ ଉପରେ କୁପ୍ରଭାବ ପକାଇବା ସହ କ୍ଷତିକାରକ ହୋଇଥାଏ।
ଶରୀରର ଅନ୍ୟାନ୍ୟ ଅଙ୍ଗ ପାଇଁ ମଧ୍ୟ କ୍ଷତିକାରକ ହୋଇଥାଏ।
ଏକାଗ୍ରତା ସ୍ତରକୁ ମଧ୍ୟ ପ୍ରଭାବିତ କରିଥାଏ।
କିଡନୀ ଖରାପ ହେବାର ସମ୍ଭାବନା ମଧ୍ୟ ଥାଏ।
କେତେକ ସମୟରେ ନିଶ୍ୱାସପ୍ରଶ୍ୱାସ ନେବାରେ ସମସ୍ୟା ହୋଇଥାଏ।
ବିଶେଷଜ୍ଞଙ୍କ ପରାମର୍ଶ ଅନୁଯାୟୀ ସଠିକ ସମୟ ଓ ସଠିକ ପରିମାଣରେ ଉଷୁମ ପାଣି ପିଅନ୍ତୁ।

 

- Advertisement -

 

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories