www.samajalive.in
Friday, December 5, 2025
26.1 C
Bhubaneswar

କେଜ୍ରିଓ୍ବାଲଙ୍କୁ ଅନ୍ତରୀଣ ଜାମିନ ଦେବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଅବକାରୀ ଦୁର୍ନୀତି ମାମଲାରେ ତିହାର ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ସୁପ୍ରିମକୋର୍ଟରୁ ମିଳିଲାନି ଆଶ୍ଵସ୍ତି। ଅନ୍ତରୀଣ ଜାମିନ ଆବେଦନକୁ ଖାରଜ କଲେ ସର୍ବୋଚ୍ଚ ନ୍ୟାୟାଳୟ। କେଜ୍ରିଓ୍ବାଲଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟ ସିବିଆଇକୁ ନୋଟିସ୍‌ ଜାରି କରି ଜବାବ ମାଗିଛନ୍ତି। କୋର୍ଟ କହିଛନ୍ତି, ବର୍ତ୍ତମାନ କୌଣସି ଅନ୍ତରୀଣ ଜାମିନ ଦେବୁନାହିଁ। ମାମଲାର ପରବର୍ତ୍ତୀ ଶୁଣାଣି ଅଗଷ୍ଟ ୨୩ରେ ହେବ।

 

- Advertisement -

 

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories