www.samajalive.in
Friday, December 12, 2025
27.1 C
Bhubaneswar

ହାଟରୁ ପରିବା କିଣୁଥିବା ବେଳେ ହୃଦଘାତରେ ଚାଲିଗଲା ଜୀବନ

ପାଟଣା : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ମଲ୍ଲିପଶି ସାପ୍ତାହିକ ହାଟରେ ସୋମବାର ସନ୍ଧ୍ୟାରେ ପରିବା କିଣୁଥିବାବେଳେ ହୃଦଘାତରେ ଜଣେ ବ୍ୟକ୍ତି ଙ୍କର ମୃତ୍ୟୁ ଘଟିଛି । ମୃତ ବ୍ୟକ୍ତି ଜଣଙ୍କ ମୁଷାଖୋରୀ ଗ୍ରାମର ଦ୍ବାରିକା ସେଠୀ ବୋଲି ଜଣାପଡିଛି । ସେ ଆଜି ସନ୍ଧ୍ୟାରେ ମଲ୍ଲିପଶି ସାପ୍ତାହିକ ହାଟକୁ ପରିବା କିଣିବାକୁ ଆସି ପରିବା କିଣୁଥିବା ସମୟରେ ହୃଦଘାତ ଯୋଗୁଁ ମୃତ୍ୟୁ ଘଟିଛି।

Hot this week

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

Related Articles

Popular Categories