www.samajalive.in
Sunday, December 7, 2025
26.1 C
Bhubaneswar

ଦେଖନ୍ତୁ ଛାତିଥରା ଭିଡିଓ ; ଚଳନ୍ତା ବାଇକ୍‌ରେ ଯୁବକଙ୍କୁ ହୃଦଘାତ, ମାତ୍ର କିଛି ସେକେଣ୍ଡରେ ଚାଲିଗଲା ଜୀବନ

ନୂଆଦିଲ୍ଲୀ : ଉତ୍ତରପ୍ରଦେଶର ମୁରାଦାବାଦରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି । ଏଠାରେ ଜଣେ ଯୁବକ ବାଇକ୍‌ ଚଲାଉଥିବା ସମୟରେ ହିଁ ହୃଦଘାତର ଶିକାର ହୋଇଛନ୍ତି । ଚଳନ୍ତା ବାଇକ୍‌ରେ ତାଙ୍କୁ ହୃଦଘାତ ହୋଇଛି । କିଛି ସମୟରେ ହିଁ ତାଙ୍କର ମୃତ୍ୟୁ ହୋଇ ଯାଉଛି । ଏହି ଘଟଣା ମୁରାଦାବାଦ ଥାନା କଟଘର କ୍ଷେତ୍ରର ପଚପେରୱା ଅଞ୍ଚଳରେ ଘଟିଛି । ସମ୍ପୂର୍ଣ୍ଣ ଘଟଣାଟି ସିସିଟିଭିରେ କଏଦ ହୋଇଛି । ଏହି ଘଟଣା ଅଞ୍ଚଳରେ ହଇଚଇ ସୃଷ୍ଟି କରିଛି । ଯୁବାଙ୍କ ନିକଟରେ ବଢୁଥିବା ହୃଦଘାତର ମାମଲା ବଢି ଚାଲିଛି ।

- Advertisement -

ସିସିଟିଭି ଫୁଟେଜରେ ସ୍ପଷ୍ଟ ଭାବେ ଦେଖାଯାଉଛି, ପ୍ରାୟ ୨୨ ବର୍ଷର ଜଣେ ଯୁବକ ନିଜ ବାଇକ୍‌ରେ ରାସ୍ତାରେ ଯାଉଥିଲେ । ମାତ୍ର କିଛି ସେକେଣ୍ଡରେ ବାଇକ୍‌ରେ ଯାଉଥିବା ସମୟରେ ହଠାତ୍‌ ପଡି ଯାଉଛନ୍ତି । ସଙ୍ଗେ ସଙ୍ଗେ ଲୋକେ ରାସ୍ତାରେ ଏକାଠି ହୋଇ ତାଙ୍କୁ ସିପିଆର ଦେଇ ଜୀବନ ରକ୍ଷା କରିବାକୁ ଚେଷ୍ଟା କରିଥିଲେ । ପ୍ରାୟ ୧୫ ମିନିଟ୍‌ ପର୍ଯ୍ୟନ୍ତ ରାସ୍ତାରେ ଛଟପଟ ହୋଇ ତାଙ୍କ ଜୀବନ ଚାଲି ଯାଉଛି । ଘଟଣାସ୍ଥଳରେ ଥିବା ଲୋକେ ତାଙ୍କୁ ହସ୍ପିଟାଲ ନେଇଥିଲେ । ମାତ୍ର ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଲୋକେ ଭିଡିଓ ଦେଖିବା ପରେ ଭିନ୍ନ ଭିନ୍ନ ମତ ଦେଇଛନ୍ତି ।

ଦେଖନ୍ତୁ ଭିଡିଓ ; ନାଗସାପ ସହ ଏମିତି କରୁଥିଲେ ଯୁବକ, ଆଉ ତା’ପରେ..

ଦୀର୍ଘ ବର୍ଷ ପରେ ଅକ୍ଷୟ ତୃତୀୟାରେ ଲକ୍ଷ୍ମୀ-ନାରାୟଣ ରାଜଯୋଗ: ଏହି ରାଶିଙ୍କୁ ମାଲାମାଲ୍‌ କରିବେ ମା’ଲକ୍ଷ୍ମୀ, କିଣିବେ ଭୂମି, ବଢିବ ଦରମା..

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories