କୋଭିଡ୍‌ ଟିକା ନୁହେଁ ତ ହୃଦଘାତ,ଆକସ୍ମିକ ମୃତ୍ୟୁର କାରଣ; ଜାଣନ୍ତୁ କ’ଣ କହିଲା ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ

ନୂଆଦିଲ୍ଲୀ : ସାରା ଦେଶରେ ଗତ କିଛି ଦିନରେ କରୋନା ଟିକା ପାଇଁ ହୃଦଘାତର ମାମଲା ଯୁବପୀଢି ନିକଟରେ ବୃଦ୍ଧି ପାଉଛି ବୋଲି ଚର୍ଚ୍ଚା ଜୋର୍‌ ଧରିଛି। ତେବେ ଏହାକୁ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସ୍ପଷ୍ଟ କରିଛି ଯେ, ଦେଶରେ ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ଆଇସିଏମଆର) ଓ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏଆଇଆଇଏମଏସ) ପକ୍ଷରୁ କରାଯାଇଥିବା ଅଧ୍ୟୟନ ଅନୁଯାୟୀ, କୋଭିଡ୍‌ ଟିକା ସହ ହୃଦଘାତ ଓ ଆକସ୍ମିକ ମୃତ୍ୟୁର … Continue reading କୋଭିଡ୍‌ ଟିକା ନୁହେଁ ତ ହୃଦଘାତ,ଆକସ୍ମିକ ମୃତ୍ୟୁର କାରଣ; ଜାଣନ୍ତୁ କ’ଣ କହିଲା ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ