www.samajalive.in
Saturday, December 6, 2025
23.1 C
Bhubaneswar

ଏସସିବିରେ ଖୋଲିବ ହାର୍ଟ ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍‌‌

ସମାଜ ଡିଜିଟାଲ ଡେସ୍କ: କଟକ ଏସସିବିରେ ଖୋଲିବ ହାର୍ଟ ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍‌‌। ଏନେଇ ଚେନ୍ନାଇର ଏମଜିଏମ ହେଲଥ କେୟାର ପ୍ରାଇଭେଟ ଲିମିଟେଡ କମ୍ପାନୀ ସହିତ ରାଜ୍ୟ ସରକାରଙ୍କ ବୁଝାମଣା ପତ୍ର ସ୍ୱାକ୍ଷର ହୋଇଛି। ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଉପସ୍ଥିତିରେ ବୁଝାମଣା ପତ୍ର ସ୍ୱାକ୍ଷର ହୋଇଥିବା ସୂଚନା ମିଳିଛି। ଏସସିବିରେ ସିଟିଭିଏସ୍‌‌ ବିଭାଗରେ ପ୍ରତିଷ୍ଠା ହେବ ହାର୍ଟ ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍‌‌। ରୋଗୀଙ୍କୁ ନିଶୁକ୍ଳ ଭାବେ ଚିକିତ୍ସା ଯୋଗାଇ ଦିଆଯିବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। ରାଜ୍ୟର ୧୪ଟି ହସ୍ପିଟାଲରେ ଅଙ୍ଗ ପ୍ରତିରୋପଣ ଭଳି ସୁବିଧା ଉପଲବ୍ଧ ରହିଛି। ବର୍ତ୍ତମାନ ସୁଦ୍ଧା ଏସସିବିରେ ବୃକକ, ଅସ୍ଥି ମଜ୍ଜା ଓ ଯକୃତ ପ୍ରତିରୋପଣ ସୁବିଧା ଉପଲବ୍ଧ ଥିଲା।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories