୪୦ ଡିଗ୍ରୀ ଟପିଲା ୪ଟି ସହରର ତାପମାତ୍ରା
ଭୁବନେଶ୍ବର : ରାଜଧାନୀରେ ଆଜି ବି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଛି । ଶୁକ୍ରବାର ଦିନ ୧୧ଟା ୩୦ ମିନିଟ୍ ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ୪୧.୬ ଡ଼ିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବାବେଳେ ଆଦ୍ରତା ୩୮% ରେକର୍ଡ କରାଯାଇଛି । ଝାରସୁଗୁଡାରେ ୪୩.୪ ଡ଼ିଗ୍ରୀ, ସମ୍ବଲପୁରରେ ୪୨.୪ ଡ଼ିଗ୍ରୀ, ଭୁବନେଶ୍ୱରରେ ୪୧.୬ ଡ଼ିଗ୍ରୀ, ହୀରାକୁଦରେ ୪୧.୬ ଡ଼ିଗ୍ରୀ, କେନ୍ଦୁଝରରେ ୩୯ ଡ଼ିଗ୍ରୀ, ଚାନ୍ଦବାଲିରେ ୩୮.୪ ଡ଼ିଗ୍ରୀ, ଗୋପାଳପୁରରେ ୩୭.୫ ଡ଼ିଗ୍ରୀ, ବାଲେଶ୍ବରରେ ୩୬.୨ ଡିଗ୍ରୀ, ପୁରୀରେ ୩୬ ଡ଼ିଗ୍ରୀ, ଏବଂ ପାରାଦୀପରେ ୩୩.୬ ଡ଼ିଗ୍ରୀ ରେକର୍ଡ କରାଯାଇଛି ।
Comments are closed.