www.samajalive.in
Saturday, December 6, 2025
14.1 C
Bhubaneswar

ଆହୁରି ୪ଦିନ ଜଳିବ: ୨୭ ଯାଏ ତାତିରୁ ନିସ୍ତାର ନାହିଁ

ଭୁବନେଶ୍ୱର: ଅସହ୍ୟ ଗରମ ଗୁଳୁଗୁଳିରେ ସିଜୁଛି ଓଡ଼ିଶା। ୨୬ ଓ ୨୭ରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ସ୍ଥିତି ଗମ୍ଭୀର ହେବ ବୋଲି ପାଣିପାଗ ବିଭାଗର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ୨୪ ଓ ୨୫ ତାରିଖରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ଗ୍ରୀଷ୍ମପ୍ରବାହ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୨୬ ଓ ୨୭ରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ସ୍ଥିତି ଗମ୍ଭୀର ହେବ। ୨୬ତାରିଖରେ ହିଟ୍‌‌ ୱେଭ୍‌‌ ନେଇ ୧୧ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ୨୭ ତାରିଖରେ ସିଭିୟର୍‌‌ ହିଟ୍‌‌ ୱେଭ୍‌‌ ନେଇ ୧୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories