www.samajalive.in
Saturday, December 6, 2025
23.1 C
Bhubaneswar

ଉପରମୁହାଁ ପାରଦ ; ଗ୍ରୀଷ୍ମ ପ୍ରବାହ ନେଇ ଏହି ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି..

ଭୁବନେଶ୍ୱର : ଅସହ୍ୟ ତାତିରେ ଛଟପଟ ହେଉଛନ୍ତି ରାଜ୍ୟବାସୀ। ଏହାସହ ରାଜ୍ୟର ଅନେକ ସ୍ଥାନରେ ପାରଦ ଉପରମୁହାଁ ହେବା ସହ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଛି। ତାତି ବଢିବା ସହ ଗ୍ରୀଷ୍ମ ପ୍ରବାହ ନେଇ ୧୪ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କେନ୍ଦୁଝର, ମୟୁରଭଞ୍ଜ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରପଡା, କଟକ, ଖୋର୍ଦ୍ଧା, ଜଗତସିଂହପୁର, ଢେଙ୍କାନାଳ, ଯାଜପୁର, ନୟାଗଡ, କନ୍ଧମାଳ, କୋରାପୁଟ, ମାଲକାନଗିରିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

କଲବଲ କରୁଛି ତାତି ; ରାଜଧାନୀରେ ସର୍ବାଧିକ ୪୧.୯ ଡିଗ୍ରୀ ରେକର୍ଡ

- Advertisement -

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories