ଉପରମୁହାଁ ପାରଦ ; ଗ୍ରୀଷ୍ମ ପ୍ରବାହ ନେଇ ଏହି ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି..

ଭୁବନେଶ୍ୱର : ଅସହ୍ୟ ତାତିରେ ଛଟପଟ ହେଉଛନ୍ତି ରାଜ୍ୟବାସୀ। ଏହାସହ ରାଜ୍ୟର ଅନେକ ସ୍ଥାନରେ ପାରଦ ଉପରମୁହାଁ ହେବା ସହ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଛି। ତାତି ବଢିବା ସହ ଗ୍ରୀଷ୍ମ ପ୍ରବାହ ନେଇ ୧୪ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କେନ୍ଦୁଝର, ମୟୁରଭଞ୍ଜ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରପଡା, କଟକ, ଖୋର୍ଦ୍ଧା, ଜଗତସିଂହପୁର, ଢେଙ୍କାନାଳ, ଯାଜପୁର, ନୟାଗଡ, କନ୍ଧମାଳ, କୋରାପୁଟ, ମାଲକାନଗିରିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। #SpecialBulletin-04 on … Continue reading ଉପରମୁହାଁ ପାରଦ ; ଗ୍ରୀଷ୍ମ ପ୍ରବାହ ନେଇ ଏହି ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି..