www.samajalive.in
Saturday, December 6, 2025
23.1 C
Bhubaneswar

ଭୁବନେଶ୍ୱରରେ ଅସହ୍ୟ ତାତି: ସକାଳୁ ୩୪.୬ଡିଗ୍ରୀ

ଭୁବନେଶ୍ୱର: ସକାଳୁ ସକାଳୁ ଅସହ୍ୟ ତାତି। କିଛି ଦିନର କାଳବୈଶାଖୀ ପରେ ସାରା ରାଜ୍ୟରେ ଗ୍ରୀଷ୍ମପ୍ରବାହ ପୁଣି ଜାରି ରହିଛି। ସକାଳ ସାଢେ ୮ଟାରେ ଭୁବନେଶ୍ୱର ତାପମାତ୍ରା ୩୪.୬ଡିଗ୍ରୀ ରହିଛି। ରାଜଧାନୀରେ ଆର୍ଦତା ୬୭ ପ୍ରତିଶତ ରହିଥିବାରୁ ପ୍ରବଳ ଗୁଳୁଗୁଳି ଅନୁଭୁତ ହେଉଛି। ଶୁକ୍ରବାର ଭୁବନେଶ୍ୱରରେ ସର୍ବୋଚ୍ଚ ତାପମାତ୍ରା ୩୯.୫ଡିଗ୍ରୀ ହୋଇଥିଲା।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories