www.samajalive.in
Friday, December 5, 2025
17.1 C
Bhubaneswar

ଆଜି ବି ଜାରି ରହିବ ଖରାର ପ୍ରକୋପ: ୧୦ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ

ଭୁବନେଶ୍ଵର: ସକାଳେ ତତାଉଛି , ଅପରାହ୍ନରେ ଆଶ୍ଵସ୍ତି। ରାଜ୍ୟରେ ଗ୍ରୀ​‌ଷ୍ମଲହରୀ ଭିତରେ କାଳବୈଶାଖୀ ତାତିରୁ ସାମାନ୍ୟ ଆଶ୍ଵସ୍ତି ଆଣିଦେଇଛି। ଆଜି କିନ୍ତୁ ଖରା ପ୍ରକୋପ ଜାରି ରହିବ। ସିଭିୟର ହିଟଓ୍ବେଭ୍ ନେଇ ଆଜି ୧୦ ଜିଲ୍ଲା ନୟାଗଡ, ବୌଦ୍ଧ, ଅନୁଗୁଳ, କେନ୍ଦୁଝର, ମୟୁରଭଞ୍ଜ, ଦେବଗଡ, ସୁନ୍ଦରଗଡ, ସମ୍ବଲପୁର , ସୋନପୁର ଏବଂ ଝାରସୁଗୁଡା ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣି ଜାରି କରିଛି ପାଣିପାଗ ବିଭାଗ। ସେହିପରି ୧୧ ଜିଲ୍ଲାକୁ ଦିଆଯାଇଛି ୟେଲୋ ସତର୍କତା। ଶୁକ୍ରବାର ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଏବଂ ୬ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ୫ ତାରିଖ ପରେ ଦିନ ତାପମାତ୍ରା ୨ରୁ ୫ ଡିଗ୍ରୀ ସେଲସିୟସ୍ ଯାଏଁ ଖସିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବୁଧବାର ୪୫ ଡିଗ୍ରୀ ସହ ତାଳଚେର ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା। ତେବେ ୪୩ ଡିଗ୍ରୀ ଉପରେ ଥିଲା ୧୫ ସହରର ତାପମାତ୍ରା। ଅପରାହ୍ନରେ ଉପକୂଳ ଓଡିଶାର ବିଭିନ୍ନ ସ୍ଥାନରେ ବର୍ଷା , ପବନ ସହ କୁଆପଥର ମାଡ ହୋଇଥିଲା। ପ୍ରଭାବରେ ତାପମାତ୍ରା ସାମାନ୍ୟ କମିଥିଲା।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories