www.samajalive.in
Friday, December 5, 2025
26.1 C
Bhubaneswar

ଫେବୃଆରୀ ଦ୍ବିତୀୟ ସପ୍ତାହରୁ ଅସମ୍ଭାଳ ତାତି: ଝାରସୁଗୁଡ଼ା ପାରଦ ୩୭ ଡିଗ୍ରୀ

ଭୁବନେଶ୍ୱର : ଫେବୃଆରୀ ଦ୍ବିତୀୟ ସପ୍ତାହରୁ ରାଜ୍ୟରେ ଅସମ୍ଭାଳ ଖରା ହେଲାଣି। ବୁଧବାର ଝାରସୁଗୁଡ଼ାରେ ସର୍ବାଧିକ ତାପମାତ୍ରା ରାଜ୍ୟରେ ସବୁଠୁ ଅଧିକ ୩୭ ଡିଗ୍ରୀ ରେକର୍ଡ଼ କରାଯାଇଛି। ରାଜ୍ୟର ୯ଟି ସ୍ଥାନରେ ତାପମାତ୍ରା ୩୫ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରହିଛି। ଭଦ୍ରକରେ ୩୬.୧, ବଲାଙ୍ଗିରରେ ୩୬, ଅନୁଗୋଳରେ ୩୫.୭, ଭବାନୀପାଟଣା, ପାରଳାଖେମୁଣ୍ଡି ଏବଂ ଟିଟିଲାଗଡ଼ରେ ୩୫.୫ ଡିଗ୍ରୀ ଲେଖାଏଁ, ସୁବର୍ଣ୍ଣପୁରରେ ୩୫.୩, ମାଲକାନଗିରି, ବରଗଡ଼ରେ ୩୫.୨ ଡିଗ୍ରୀ, ଭୁବନେଶ୍ବରରେ ୩୪.୮ ଏବଂ କଟକରେ ୩୩.୨ ଡିଗ୍ରୀ ରେକର୍ଡ଼ ହୋଇଛି। ଅନ୍ୟପକ୍ଷରେ ରାତିର ସର୍ବନିମ୍ନ ତାପମାତ୍ରା ଆସନ୍ତା ୪ ଦିନ ମଧ୍ୟରେ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories