www.samajalive.in
Saturday, December 6, 2025
23.1 C
Bhubaneswar

ଦେଶର ସବୁଠୁ ଉତ୍ତପ୍ତ ସହର ବୌଦ୍ଧ

ଭୁବନେଶ୍ଵର:  ମାର୍ଚ୍ଚରେ ଟାଇଁ ଟାଇଁ ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଇଲାଣି। ବିଶେଷକରି ପଶ୍ଚିମ ଓଡ଼ିଶା ଉତ୍ତପ୍ତ ପିଣ୍ଡ ପାଲଟିଲାଣି। ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗିର, ବୌଦ୍ଧରେ ପାରଦ ୪୦ ଡିଗ୍ରୀ ଛୁଇଁଲାଣି। ଆଗକୁ ଚୈତ୍ର, ବୈଶାଖ ଓ ଜ୍ୟେଷ୍ଠ ମାସ ରହିଛି। ଖରାର ଦାଉ ଆହୁରି ବଢ଼ିବ। ୪୨ ଡିଗ୍ରୀ ଟପିଛି ପାରଦ। ଗତ ୨୪ ଘଣ୍ଟାରେ ସାରା ଦେଶରେ ସବୁଠୁ ଉତ୍ତପ୍ତ ସହର ପାଲଟିଛି ବୌଦ୍ଧ। ତାପମାତ୍ରା ୪୨.୫ ଡିଗ୍ରୀ ରେକର୍ଡ ହୋଇଛି। ଶନିବାର ସମ୍ବଲପୁରରେ ୪୨.୨, ଝାରସୁଗୁଡା ୪୧.୮ ଡିଗ୍ରୀ ରହିଥିଲା।  ଆଜି ସିଭିୟର ହିଟଓ୍ବେଭ୍ ପାଇଁ ୩ ଜିଲ୍ଲାକୁ ରେଡ୍,  ୪ ଜିଲ୍ଲାକୁ ଅରେଞ୍ଜ ଏବଂ ୧୬ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ୧୮ ତାରିଖ ଯାଏଁ ଏଭଳି ସ୍ଥିତିରୁ ନିସ୍ତାର ନାହିଁ। ଏହାପରେ ତାପମାତ୍ରା ୨ରୁ ୪ ଡିଗ୍ରୀ ହ୍ରାସ ପାଇବା ନେଇ ସୂଚନା ରହିଛି।

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories