www.samajalive.in
Saturday, December 6, 2025
16.1 C
Bhubaneswar

ସକାଳୁ ନିଆଁ ବର୍ଷା: ସାଢେ ୮ରେ ୩୫ ଡିଗ୍ରୀ ସହ ଭବାନୀପାଟଣା ସବୁଠୁ ଉତ୍ତପ୍ତ

ଭୁବନେଶ୍ଵର: ଆଜି ବି କଲବଲ କରିବ ତାତି। ସକାଳ ସାଢେ ୮ରେ ୩୫ ଡିଗ୍ରୀ ସହ ଭାବନୀପାଟଣା ସବୁଠୁ ଉତ୍ତପ୍ତ ସହର ପାଲଟିଛି। ସେହିପରି ବଲାଙ୍ଗୀରରେ ୩୪.୨, ରାଉରକେଲା ୩୩.୪, କଟକ ୩୩ ଡିଗ୍ରୀ , ବାରିପଦା, କେନ୍ଦୁଝର, ଝାରସୁଗୁଡା ଓ ବାଲେଶ୍ଵର​‌ରେ ୩୩ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ସକାଳ ସାଢେ ୮ ସୁଦ୍ଧା ଭୁବନେଶ୍ଵରରେ ତାପମାତ୍ରା ୩୨.୨ ହିଗ୍ରୀ ରହିଛି। ଶୁକ୍ରବାର ୧୦ ସହରରେ ୪୩ ଡିଗ୍ରୀରୁ ଅଧିକ ତାପମାତ୍ରା ରେକର୍ଡ କରାଯାଇଥିଲା। ଆଜି ବି ସମାନ ପରିସ୍ଥିତି ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ପରବର୍ତ୍ତୀ ୩ଦିନ ମଧ୍ୟରେ ପଶ୍ଚିମାଝଡ ପ୍ରଭାବରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଏହାଦ୍ଵାରା ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବା ନେଇ ସୂଚନା ରହିଛି।

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories